Daily Horoscope 7th Nov 2022: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଚାକିରି ପାଇଁ ଡାକରା ଆସିବ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର – ମେଷ ଅହୋରତ୍ର ତିଥି- ୧୩ ଶୀ ଦିବା ୦୪/୧୬ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ମେଷ ଅହୋରତ୍ର ଘାତ ବାର – ମିଥୁନ ପୁଷ୍କର ଦୋଷ – ନାସ୍ତି

Aries

ମେଷ

Monday 07 Nov 2022

ଅଶ୍ୱନୀ – ବନ୍ଧୁଙ୍କ ସହ କଥାବାର୍ତାରେ ଭଲ ପରାମର୍ଶ ପାଇବେ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ପାଇବେ । ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ ।

ଦ୍ୱିଜା – ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ ।

କୃତିକା – ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ମହିଳା ମାନଙ୍କର ଜୀବନ ସୁଖ ସନ୍ତୋଷରେ କଟିବ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :