• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୧୦ମୀ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Tuesday 07 Nov 2023

ଅଶ୍ୱନୀ- ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହ ଜନକ ରହିବ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି ।

ଦ୍ୱିଜା- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କଠାରୁ ପରାମର୍ଶ ନିଅନ୍ତୁ । ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ ।

କୃତିକା- ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ । କୋର୍ଟ ମାମଲାରେ ଫସି ଅଯଥା ଖର୍ଚ୍ଚ କରିବେ । ପୈତୃକ ସମ୍ପତି ପାଇଁ ପାରିବାରିକ କଳହ ଲାଗିପାରେ ।

ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :