• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୧୦ମୀ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Tuesday 07 Nov 2023

କୃତିକା- ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋଇ ଉପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । କର୍ମ କ୍ଷେତ୍ରରେ ବିଳମ୍ବ ଯୋଗ ରହିଛି।

ରୋହିଣୀ- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ବ୍ୟବସାୟରେ ସହରକୁ ଯାଇ ପାରନ୍ତି ।

ମୃଗଶିରା- ନୂଆ ଘର ତିଆରି କରିବେ । ମହିଳାମାନେ ବାହାରକୁ ବୁଲିବ ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର୍ଯ୍ୟ କ୍ଷେତ୍ରରେ ପରିବର୍ତନ ହେବ ।

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :