• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୧୦ମୀ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Tuesday 07 Nov 2023

ଧନିଷ୍ଠା- କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ ।

ଶତଭିଷା- କାର୍ଯ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।

ପୂ,ଭାଦ୍ରପଦ- ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :