• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୧୦ମୀ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Tuesday 07 Nov 2023

ପୂ,ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହ ଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

ଉ,ଭାଦ୍ରପଦ- କର୍ମକ୍ଷେତ୍ରରେ ଅନେକ ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।

ରେବତୀ- ପଢାପଢିରେ ଓ ପରୀକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଗୃହସୀମା ମହିଳାମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କରିବେ

ପ୍ରତିକାର – କୌଣସି ବ୍ରାହ୍ମଣର ସେବା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :