• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୧୦ମୀ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Tuesday 07 Nov 2023

ମୃଗଶିରା- ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୌଣସି କାମରେ ଯଥେଷ୍ଟ ଲାଭ ହେବ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

ଆଦ୍ରା- ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ । ମହିଳାମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ । ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାତକୁ ନେଇ ଚିନ୍ତାଗ୍ରସ୍ତ ରହିବେ

ପୁନର୍ବସୁ- ସମ୍ମାନିତ ଲୋକଙ୍କ ସହ ମିଶିବାର ଅବସର ପାଇବେ । ରାଜନୀତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ । ମାଲି ମକନ୍ଦମା କ୍ଷେତ୍ରରେ ଉତ୍ତମ ଫଳ ପାଇବେ ।

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :