• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୧୦ମୀ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Tuesday 07 Nov 2023

ପୁନର୍ବସୁ- ପ୍ରେମିକା , ପ୍ରେମିକ ଦର୍ଶନୀୟ ସ୍ଥାନକୁ ବୁଲି ଯିବେ । ଅଫିସରେ ଆପଣଙ୍କର କାମରେ ପ୍ରଂଶସା ହେବ । ବ୍ୟବସାୟରେ ବୁଝି ବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ

ପୁଷ୍ୟା- ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ ।

ଅଶ୍ଲେଷା- ଅଦାଲତରୁ ସୁଫଳ ମିଳିପାରେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । ସାମାଜିକ ସ୍ତରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :