• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୧୦ମୀ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Tuesday 07 Nov 2023

ମଘା- ପାରିପାରିକ ଜୀବନ ସୁଖମୟ ହୋଇପାରେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୈାଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ

ପୂ,ଫାଲଗୁନି- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ଉ,ଫାଲଗୁନି- ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣୀ ଦାୟିତ୍ୱ ନେଇ ପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :