• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୧୦ମୀ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Tuesday 07 Nov 2023

ଉ,ଫଳଗୁନି- ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।

ହସ୍ତା- ନୂତନ ଯୋନଜାକୁ କର୍ଯ୍ୟକରୀ କରନ୍ତୁ ନାହିଁ । ଛାତ୍ରଛାତ୍ରୀ ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ ।

ଚିତ୍ରା- ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଜମି କିଣିବା ଲାଗି ସୁନ୍ଦର ଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :