• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୧୦ମୀ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Tuesday 07 Nov 2023

ଚିତ୍ରା- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଦାଂପତ୍ୟ ଜୀବନରେ ମଧୁରତା ବଢିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।

ସ୍ୱାତୀ- ଆପଣ ଅନେକ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ନିଜର ଜ୍ଞାନକୁ ବ୍ୟବହାର କରିବେ । ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ

ବିଶାଖା- ଛାତ୍ରଛାତ୍ରୀଙ୍କର ପାଠ ପଢାରେ ମନ ଲାଗିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :