• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୧୦ମୀ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Tuesday 07 Nov 2023

ବିଶାଖା-ପରିବାରେ ଗୁରୁଜନମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । କାର୍ଯ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ ।

ଅନୁରାଧା- ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।

ଜ୍ୟେଷ୍ଠା- ଦୂରତା ଯାତ୍ରା ଏବଂ କିଛି ଧାର୍ମିକ ଯାତ୍ରା ପାଇଁ ଅଧିକ ସୁଯୋଗ ମିଳିବ । କ୍ୟାରିୟରର ଉତ୍କୃଷ୍ଟ ସଫଳତା ପାଇବେ । ନୂତନ ଯାନ ପାଇବାର ସୁଯୋଗ ଅଛି, ଖର୍ଚ୍ଚ ହ୍ରାସ ହେବ

ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :