• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୧୦ମୀ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Tuesday 07 Nov 2023

ମୂଳା- ସ୍ୱାସ୍ଥ୍ୟ ସମସ୍ୟା ହ୍ରାସ ପାଇବ । ପାରିବାରିକ ସମସ୍ୟାର ଅନ୍ତ ଘଟିବ । ବିବାହରେ ଚାପ କମାଇବା ପାଇଁ ଆପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଏବଂ ଆତ୍ମ ନିୟନ୍ତ୍ରଣ ବଜାୟ ରଖିବା ପାଇଁ କାର୍ଯ୍ୟ କରିବେ ।

ପୂ,ଷାଢା- କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ । ସନ୍ତାନମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ

ଉ,ଷାଢା- କଳା, ସାହିତ୍ୟ, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳାମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :