• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Nov 2023: ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୦୭ ତାରିଖ ମଙ୍ଗଳବାର ଚନ୍ଦ୍ର- ସିଂହ ଅହୋରାତ୍ର, ତିଥି- ୧୦ମୀ ଅହୋରାତ୍ର, ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର, ଘାତ ବାର – ମକର ରାଶିର, ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Tuesday 07 Nov 2023

ଉ,ଷାଢା- ପାଦରେ ଆଘାତ, ପାଦ ଯନ୍ତ୍ରଣା, ଆଖି ଯନ୍ତ୍ରଣା, ଏବଂ ଅତ୍ୟଧିକ ନିଦ ଆସିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ ।

ଶ୍ରବଣା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ

ଧନିଷ୍ଠା- ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ପ୍ରଶାସନିକ କ୍ଷେତ୍ରରେ ଉତ୍ତେଜନା ପରିସ୍ଥିତି ରହିପାରେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ

ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :