• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ଶୁକ୍ରବାର ଚନ୍ଦ୍ର – କୁମ୍ଭ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ ଘାତ ବାର – ବିଛା , ଧନୁ , ମୀନ ପୁଷ୍କର ଦୋଷ – ଦିବା ୦୭/୨୭ ଗତେ ୧ ପାଦ, ପଶୁସମ୍ପଦ-ନାଶ- ଅନ୍ନ- ତିଳକାଞନ ଦାନ

Pisces

ମୀନ

Friday 07 Oct 2022

ପୂ , ଭାଦ୍ରପଦ -ପାରିବାରିକ ସୁଖରେ ସମୟ ଅତିବାହିତ କରିବେ

ଉ , ଭଦ୍ରପଦ - କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ

ରେବତୀ – ଆପଣ ଧର୍ମ କାର୍ଯ୍ୟରେ ମନ ବଳାଇବେ

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :