• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ଶୁକ୍ରବାର ଚନ୍ଦ୍ର – କୁମ୍ଭ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ ଘାତ ବାର – ବିଛା , ଧନୁ , ମୀନ ପୁଷ୍କର ଦୋଷ – ଦିବା ୦୭/୨୭ ଗତେ ୧ ପାଦ, ପଶୁସମ୍ପଦ-ନାଶ- ଅନ୍ନ- ତିଳକାଞନ ଦାନ

Virgo

କନ୍ୟା

Friday 07 Oct 2022

ଉ , ଫାଲଗୁନୀ – ଚାକିରି କ୍ଷେତ୍ରରେ କର୍ତୁପକ୍ଷଙ୍କ ସୁଦୃଷ୍ଟି ପଡିବ

ହସ୍ତା – ଜୀବନରେ ଝଡ ଉଠି ଶାନ୍ତ ହେବ

ଚିତ୍ରା – ବନ୍ଧୁ ବର୍ଗରେ କଳହ ଓ ମତାନ୍ତର ସୃଷ୍ଟି ହେବ

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :