• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ଶୁକ୍ରବାର ଚନ୍ଦ୍ର – କୁମ୍ଭ ଅହୋରାତ୍ର ଘାତ ଚନ୍ଦ୍ର- ମିଥୁନ ଘାତ ବାର – ବିଛା , ଧନୁ , ମୀନ ପୁଷ୍କର ଦୋଷ – ଦିବା ୦୭/୨୭ ଗତେ ୧ ପାଦ, ପଶୁସମ୍ପଦ-ନାଶ- ଅନ୍ନ- ତିଳକାଞନ ଦାନ

Sagittarius

ଧନୁ

Friday 07 Oct 2022

ମୂଳା –ନୂତନ ବାହନ କ୍ରୟ କରିବାର ସୁଯୋଗ ଆସିବ

ପୂ , ଷାଢା – ମହିଳା ମାନଙ୍କର କିଛି ମାତ୍ରାରେ ଉନ୍ନତି ହୋଇପାରେ

ଉ , ଷାଢା – ବାଣିଜ୍ୟ-ବ୍ୟବସାୟରେ ପ୍ରତିକୂଳତା ଆସିପାରେ

ପ୍ରତିକାର –୫ଟି ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :