• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଶୁଭ ଫଳ ପ୍ରଦାନ କରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ଶନିବାର । ଚନ୍ଦ୍ର-ମିଥୁନ ସନ୍ଧ୍ୟା ୦୫.୧୭ ଗତେ କର୍କଟ । ତିଥି- ୮ମୀ ଦିବା ୦୮.୦୮ ଗତେ ୯ମୀ । ଘାତ ଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୫.୧୭ ପର୍ଯ୍ୟନ୍ତ । ଘାତ ବାର- ବୃଷ,ସିଂହ ଓ କନ୍ୟା।

Taurus

ବୃଷ

Saturday 07 Oct 2023

କୃତିକା- ପୁରୁଣା କାମ ପୂରା କରିବା ପାଇଁ ଦିନଟି ଭଲ ରହିବ । ପ୍ରଶଂସା ପ୍ରାପ୍ତିର ସୈାଭାଗ୍ୟ ଅର୍ଜନ କରିପାରନ୍ତି । ଦୀର୍ଘ ଦିନର ଅଭିଳାଷା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ ।

ରୋହିଣୀ- ରାଜନିତିରେ ମିଥ୍ୟା ଗୁଜବ ମନକୁ ଅତଙ୍କିତ କରିବା ସହ ଅସି୍ଥରତା ସୃଷ୍ଟି କରିବ । ବିଦ୍ୟାର୍ଥୀ ମାନେ ବିଦେଶ ଯାଇପାରନ୍ତି । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ ।

ମୃଗଶିରା- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ