• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଶୁଭ ଫଳ ପ୍ରଦାନ କରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ଶନିବାର । ଚନ୍ଦ୍ର-ମିଥୁନ ସନ୍ଧ୍ୟା ୦୫.୧୭ ଗତେ କର୍କଟ । ତିଥି- ୮ମୀ ଦିବା ୦୮.୦୮ ଗତେ ୯ମୀ । ଘାତ ଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୫.୧୭ ପର୍ଯ୍ୟନ୍ତ । ଘାତ ବାର- ବୃଷ,ସିଂହ ଓ କନ୍ୟା।

Aquarius

କୁମ୍ଭ

Saturday 07 Oct 2023

ଧନିଷ୍ଠା- ଅନ୍ୟ କୈାଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି । କୌଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ଶତଭିଷା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।

ପୂ,  ଭାଦ୍ରପଦ- ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ଅନେକ ଦିନରୁ ଧାର‌୍ୟ୍ୟ କରିଥିବା ଲକ୍ଷ ପୂରଣ କରିବେ । ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ