• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଶୁଭ ଫଳ ପ୍ରଦାନ କରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ଶନିବାର । ଚନ୍ଦ୍ର-ମିଥୁନ ସନ୍ଧ୍ୟା ୦୫.୧୭ ଗତେ କର୍କଟ । ତିଥି- ୮ମୀ ଦିବା ୦୮.୦୮ ଗତେ ୯ମୀ । ଘାତ ଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୫.୧୭ ପର୍ଯ୍ୟନ୍ତ । ଘାତ ବାର- ବୃଷ,ସିଂହ ଓ କନ୍ୟା।

Pisces

ମୀନ

Saturday 07 Oct 2023

ପୂ, ଭାଦ୍ରପଦ- ମାନସିକ ଦୁଶ୍ଚିନ୍ତା ଦୂର ହେବ । ଗୁରୁଙ୍କର ପରାମର୍ଶରେ ଧର୍ମ ମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ ।

ଉ, ଭାଦ୍ରପଦ- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।

ରେବତୀ- ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ