• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଶୁଭ ଫଳ ପ୍ରଦାନ କରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ଶନିବାର । ଚନ୍ଦ୍ର-ମିଥୁନ ସନ୍ଧ୍ୟା ୦୫.୧୭ ଗତେ କର୍କଟ । ତିଥି- ୮ମୀ ଦିବା ୦୮.୦୮ ଗତେ ୯ମୀ । ଘାତ ଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୫.୧୭ ପର୍ଯ୍ୟନ୍ତ । ଘାତ ବାର- ବୃଷ,ସିଂହ ଓ କନ୍ୟା।

Cancer

କର୍କଟ

Saturday 07 Oct 2023

ପୁନର୍ବସୁ- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ ।

ପୁଷ୍ୟା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ ।

ଅଶ୍ଳେଷା-ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।  

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର - ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ