• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଶୁଭ ଫଳ ପ୍ରଦାନ କରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ଶନିବାର । ଚନ୍ଦ୍ର-ମିଥୁନ ସନ୍ଧ୍ୟା ୦୫.୧୭ ଗତେ କର୍କଟ । ତିଥି- ୮ମୀ ଦିବା ୦୮.୦୮ ଗତେ ୯ମୀ । ଘାତ ଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୫.୧୭ ପର୍ଯ୍ୟନ୍ତ । ଘାତ ବାର- ବୃଷ,ସିଂହ ଓ କନ୍ୟା।

Leo

ସିଂହ

Saturday 07 Oct 2023

ମଘା- କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ ।

ପୂ- ଫାଲ୍‌ଗୁନୀ- ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।

ଉ- ଫାଲ୍‌ଗୁନୀ- ରାଜନେତାଙ୍କ ସାମାଜିକ ସ୍ଥର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର- ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ