• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ଶୁଭ ଫଳ ପ୍ରଦାନ କରିବ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ଶନିବାର । ଚନ୍ଦ୍ର-ମିଥୁନ ସନ୍ଧ୍ୟା ୦୫.୧୭ ଗତେ କର୍କଟ । ତିଥି- ୮ମୀ ଦିବା ୦୮.୦୮ ଗତେ ୯ମୀ । ଘାତ ଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୫.୧୭ ପର୍ଯ୍ୟନ୍ତ । ଘାତ ବାର- ବୃଷ,ସିଂହ ଓ କନ୍ୟା।

Scorpio

ବିଛା

Saturday 07 Oct 2023

ବିଶାଖା- ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ ।

ଅନୁରାଧା- ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ ।  ଅଚିହ୍ନା ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । 

ଜ୍ୟୋଷ୍ଠା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ