• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ସୋମବାର । ଚନ୍ଦ୍ର- ବିଛା ଅହୋରାତ୍ର ,ତିଥି- ୪ର୍ଥୀ ଦିବା ୦୯.୫୭ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Aries

ମେଷ

Monday 07 Oct 2024

ଅଶ୍ୱନୀ- ଅସଫଳତାର କାରଣ ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ କଳା ସାହିତ୍ୟ,ଆଲୋଚନା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଭୁଲ୍ ବୁଝାମଣାଜନିତ ଅଶାନ୍ତି ଦେଖାଦେବ

ଦ୍ୱିଜା-ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ । ରାଜନିତିରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷାରେ ଅଗ୍ରଗତି କରିବେ ।

କୃତିକା- ଆବଶ୍ୟକତା ପୂରଣ ସକାଶେ ଧାର ସୂତ୍ରରେ ଅର୍ଥ ପାଇବା ପାଇଁ ଚିନ୍ତା କରିବେ। ଜମିଜମା, ବାଣିଜ୍ୟ, ନିର୍ମାଣ କ୍ଷେତ୍ର ଓ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ସୁଫଳ ପାଇବେ।

ପ୍ରତିକାର- ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :