• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ସୋମବାର । ଚନ୍ଦ୍ର- ବିଛା ଅହୋରାତ୍ର ,ତିଥି- ୪ର୍ଥୀ ଦିବା ୦୯.୫୭ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Monday 07 Oct 2024

କୃତିକା- କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ। ପଦୋନ୍ନତି କେତେକାଂଶରେ ମାନସିକ ସ୍ଥିତିକୁ ସନ୍ତୁଳିତ କରି ରଖିବାରେ ସାହାଯ୍ୟ କରିବ। ନୂତନ ସ୍ଥାନରେ କୌଣସି ବ୍ୟକ୍ତି ପରିସ୍ଥିତିକୁ ଭିନ୍ନ ରୂପ ଦେବାକୁ ଚେଷ୍ଟା କରିପାରନ୍ତି।

ରୋହିଣୀ- ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀ ମାନେ ଶିକ୍ଷାରେ ସଫଳତା ଲାଭ କରିବେ । ପରିବାରର ଅଭିଯୋଗ ପ୍ରତି ଧ୍ୟାନ ନ ଦେବା ମନାନ୍ତର ବୃଦ୍ଧି କରିପାରେ।

ମୃଗଶିରା- ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ । ସାହାର‌୍ୟ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୈାଦ୍ଧିକ କ୍ଷମତା ପ୍ରାପ୍ତ କରିବେ 

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :