• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ସୋମବାର । ଚନ୍ଦ୍ର- ବିଛା ଅହୋରାତ୍ର ,ତିଥି- ୪ର୍ଥୀ ଦିବା ୦୯.୫୭ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Monday 07 Oct 2024

ଧନିଷ୍ଠା- ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାର‌୍ୟ୍ୟ କରିବେ । ଆର୍ଥିକ ସି୍ଥତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ । ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ ।

ଶତଭିଷା- ରାଜନିତିରେ ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ମହିଳା ମାନେ କୈାଣସି ସଭାରେ ସମ୍ମାନିତ ହେବେ । କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।

ପୂ,ଭାଦ୍ରପଦ- ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ଚିନ୍ତା କରି ପାରନ୍ତି। ମୋଟା ଅଙ୍କର ଅର୍ଥ ସଂଗ୍ରହ ସକାଶେ ସରକାରୀ ସ୍ତରରୁ ଋଣକରିପାରନ୍ତି। ଜମିଜମା କାରବାର, ନିର୍ମାଣାଧୀନ କାର‌୍ୟ୍ୟ, ବାଣିଜ୍ୟ ଓ ଆନୁଷ୍ଠାନିକ କାମଶେଷ ପର‌୍ୟ୍ୟାୟରେ ପହଞ୍ଚିବ।

ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :