• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ସୋମବାର । ଚନ୍ଦ୍ର- ବିଛା ଅହୋରାତ୍ର ,ତିଥି- ୪ର୍ଥୀ ଦିବା ୦୯.୫୭ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Monday 07 Oct 2024

ପୂ,ଭାଦ୍ରପଦ- ବନ୍ଧୁମାନଙ୍କ ସାହାଯ୍ୟରେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବିବାଦୀୟ ପରିସ୍ଥିତି ସାମୟିକ ମନକୁ ପ୍ରଭାବିତ କରିପାରେ। କର୍ମକ୍ଷେତ୍ରରେ ପରିସ୍ଥିତିକୁ ଲକ୍ଷ୍ୟ କରି ମନର ଭାବ ପ୍ରକାଶ କରିବାରେ ପଛେଇଯିବେ।

ଉ,ଭାଦ୍ରପଦ- ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର‌୍ୟ୍ୟ ହେବେ ।

ରେବତୀ- ଛାତ୍ରଛାତ୍ରୀ ମାନେ ପଢାରେ ଅଗ୍ରଗତି କରିବେ । ଜମିଜମାକୁ ନେଇ କୋର୍ଟର ଦ୍ୱାରସ୍ଥ ହେବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :