• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ସୋମବାର । ଚନ୍ଦ୍ର- ବିଛା ଅହୋରାତ୍ର ,ତିଥି- ୪ର୍ଥୀ ଦିବା ୦୯.୫୭ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Monday 07 Oct 2024

ମୃଗଶିରା- ବାସସ୍ଥାନ ବା ଯାନବାହନ ପାଇଁ ଖର୍ଚ୍ଚାନ୍ତ ହୋଇ ପାରନ୍ତି । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।

ଆଦ୍ରା- ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। କୌଣସି ନୂତନ ଯୋଜନା କିମ୍ବା ଦୂରଯାତ୍ରା ସକାଶେ ମନ ବଳାଇପାରନ୍ତି । ବନ୍ଧୁମାନେ ନିଜ ନିଜର ଫାଇଦା ହାସଲ ପାଇଁ ଚେଷ୍ଟା ଚଳାଇବେ।

ପୁନର୍ବସୁ- ପୂର୍ବ ବିବାଦକୁ ନେଇ କଚେରି ମାମଲା ଜନିତ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ। ସ୍ବାସ୍ଥ୍ୟ ପ୍ରତି ସଚେତନ ରହିବା ଭଲ ନତବା ଅନୁତାପ କରିପାରନ୍ତି।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :