• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ସୋମବାର । ଚନ୍ଦ୍ର- ବିଛା ଅହୋରାତ୍ର ,ତିଥି- ୪ର୍ଥୀ ଦିବା ୦୯.୫୭ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Monday 07 Oct 2024

ପୁନର୍ବସୁ- ମାନସିକ ଶାନ୍ତି ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର‌୍ୟ୍ୟ ସହଯୋଗ କରିବେ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ

ପୁଷ୍ୟା- ସହକର୍ମୀଙ୍କ ସହଯୋଗ ପାଇ କାମ ହାସଲ କରିବେ। ସଂଗଠନ, ରାଜନୀତି କିମ୍ବା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତିର ସାମ୍ନା କରିବେ।

ଅଶ୍ଲେଷା- ଅଦାଲତରେ ଜୟଯୁକ୍ତ ହେବେ । ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ ।

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :