• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ସୋମବାର । ଚନ୍ଦ୍ର- ବିଛା ଅହୋରାତ୍ର ,ତିଥି- ୪ର୍ଥୀ ଦିବା ୦୯.୫୭ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Monday 07 Oct 2024

ମଘା- ସୁସ୍ଥ ଅନୁଭବ କରିବେ । ପରିବାରରେ ହସଖୁ୍ସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ଆୟ ବଢିବା ସହିତ ଚାକିରିରେ ପଦେନ୍ନତି ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।

ପୂ,ଫାଲଗୁନି- ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ

ଉ,ଫାଲଗୁନି- ଅନ୍ୟମାନଙ୍କ ସହ ପ୍ରତିଯୋଗିତା ମନୋଭାବରୁ ଅସନ୍ତୁଷ୍ଟ ରହିବେ। କଚେରି ମାମଲା ନେଇ ବ୍ୟସ୍ତତା ବଢ଼ିବ କିନ୍ତୁ କଳା, ସାହିତ୍ୟ, ସଂସ୍କୃତି କ୍ଷେତ୍ରରୁ ସୁନାମ ମିଳିବ।

ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :