• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ସୋମବାର । ଚନ୍ଦ୍ର- ବିଛା ଅହୋରାତ୍ର ,ତିଥି- ୪ର୍ଥୀ ଦିବା ୦୯.୫୭ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Monday 07 Oct 2024

ଉ,ଫଳଗୁନି- ପରିବାରରେ ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହୋଇପାରେ।

ହସ୍ତା- ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର‌୍ୟ୍ୟରେ ଭାଗନେଇ ଗଠନ ମୂଳକ କାର‌୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ଲୋକ ମାନେ ଆପଣଙ୍କ ଜ୍ଞାନ ଦ୍ୱାରା ପ୍ରଭାବିତ ହେବେ । ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ ।

ଚିତ୍ରା- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିବା ଭଲ ହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ ।

ପ୍ରତିକାର - ଗୁରୁଜନ ମାନଙ୍କର ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :