• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ସୋମବାର । ଚନ୍ଦ୍ର- ବିଛା ଅହୋରାତ୍ର ,ତିଥି- ୪ର୍ଥୀ ଦିବା ୦୯.୫୭ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Monday 07 Oct 2024

ଚିତ୍ରା- ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପାରିବାରିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।

ସ୍ୱାତୀ- କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ରାଜନିତିରେ ମନର ବଳ ଖୁବ୍ ଟାଣ ରହିବ । ବ୍ୟବସାୟୀ ମାନେ ଉନ୍ନତି ଦିଗରେ ଗତି କରିବେ । ଅପୂରଣୀୟ ଅଭିଳାଷ ନେଇ ଦୁଃଖ ଅନୁଭବ କରିବେ ।

ବିଶାଖା- ଉଚ୍ଚ ପଦସ୍ଥଙ୍କ ସାନ୍ନିଧ୍ୟ ଲାଭ କରି ସ୍ବାର୍ଥ ହାସଲ ଚେଷ୍ଟା କରିପାରନ୍ତି। ଘରୋଇ କ୍ଷେତ୍ରରେ ଅଭାବ ନ ଥିଲେ ମଧ୍ୟ ସନ୍ତାନ ହେତୁକ ପୀଡ଼ା ଅନୁଭବ କରିବେ।

ପ୍ରତିକାର –ଧଳା ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :