• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th October 2024: ଆଜି ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ସୋମବାର । ଚନ୍ଦ୍ର- ବିଛା ଅହୋରାତ୍ର ,ତିଥି- ୪ର୍ଥୀ ଦିବା ୦୯.୫୭ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Capricorn

ମକର

Monday 07 Oct 2024

ଉ,ଷାଢା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବାରରେ ତିକ୍ତତା ଦେଖାଦେଇ ପାରେ । ବ୍ୟବସାୟରେ ବଡ ବ୍ୟବସାୟୀଙ୍କ ସହ ହାତ ମିଳାଇବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ।

ଶ୍ରବଣା- ବିବାଦୀୟ ଘଟଣାରେ କାହା କଥା ନ ଶୁଣି ଠିକ୍ ବିଚାର କରନ୍ତୁ। ପୂର୍ବ ସମସ୍ୟାର ସମାଧାନ ହେବାରେ ପଡ଼ୋଶୀ ସାହାଯ୍ୟ କରିବେ। ପାଖରେ ଥିବା ଜିନିଷ ପରକୁ ଦେଇ ଖୋଜିଲା ସମୟରେ ନ ପାଇ ଅପଦସ୍ଥ ହୋଇପାରନ୍ତି।

ଧନିଷ୍ଠା- ଆପଣଙ୍କ କଳାତ୍ମକ ବଢିପାରେ । ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । କୋର୍ଟ କଚେରୀ ଓ ମାଲିମକଦ୍ଦମାରେ ବିଜୟୀ ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :