• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର। ତିଥି – ୧୨ ଶୀ ରାତ୍ରି ୧୨/୦୫ ଗତେ ୧୩ ଶୀ, ଚନ୍ଦ୍ର – ମକର ରାଶିର ଅହୋରାତ୍ର, ଘାତ ଚନ୍ଦ୍ର- ସିଂହ ଅହୋରାତ୍ର, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ –୨ପାଦ- ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞନ ଦାନ ଦିବା ୦୪/୦୦ ଗତେ ୧ ପାଦ- ପଶୁସମ୍ପଦ ନାଶ - ଅନ୍ନ ଦାନ ରାତ୍ରି ୧୨/୦୫ ପର୍ଯ୍ୟନ୍ତ

Gemini

ମିଥୁନ

Wednesday 07 Sep 2022

ମୃଗଶିରା – ଆପଣଙ୍କୁ ଭୁଲ ରାସ୍ତାରେ ନେଇ ଯାଉଥିବା ଲୋକଙ୍କ ପ୍ରତି ସାବଧାନ ରୁହନ୍ତୁ ।

ଆଦ୍ରା - ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ ।

ପୁନର୍ବସୁ - ବିବାହ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।

ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :