ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର। ତିଥି – ୧୨ ଶୀ ରାତ୍ରି ୧୨/୦୫ ଗତେ ୧୩ ଶୀ, ଚନ୍ଦ୍ର – ମକର ରାଶିର ଅହୋରାତ୍ର, ଘାତ ଚନ୍ଦ୍ର- ସିଂହ ଅହୋରାତ୍ର, ଘାତ ବାର – କର୍କଟ ରାଶିର, ପୁଷ୍କର ଦୋଷ –୨ପାଦ- ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞନ ଦାନ ଦିବା ୦୪/୦୦ ଗତେ ୧ ପାଦ- ପଶୁସମ୍ପଦ ନାଶ - ଅନ୍ନ ଦାନ ରାତ୍ରି ୧୨/୦୫ ପର୍ଯ୍ୟନ୍ତ
ମୂଳା – ତର୍କ ଶକ୍ତିକୁ ଆପଣ ମଜବୁତ କରି ରଖନ୍ତୁ ।
ପୂ , ଷାଢା – ଅଧିକ ପରିଶ୍ରମ କରିଲେ ଜରୁରୀ କାମ ପୁରା ହୋଇଯିବ ।
ଉ , ଷାଢା – ଜୀବନସାଥିଙ୍କ ସହିତ ଅଧିକ ସମୟ ବିତାଇବେ ।
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩