• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Aries

ମେଷ

Saturday 07 Sep 2024

ଅଶ୍ୱନୀ- ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।

ଦ୍ୱିଜା - ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ବିବାହ ଆଦି ଶୁଭକର୍ମରେ ଯୋଗ ଦେଇପାରନ୍ତି । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ହେବା ଦରକାର।

କୃତିକା- ରାଜନୀତି କ୍ଷେତ୍ରରେ କୌଶଳପୂର୍ଣ୍ଣ କାର୍ଯ୍ୟ କରିବେ । ନିଜର ଧନ ସମ୍ପତ୍ତି ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ । ନୂଆ ଗୃହ ନିର୍ମାଣ କରିବାର ସୁଯୋଗ ଆସିପାରେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :