• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Taurus

ବୃଷ

Saturday 07 Sep 2024

କୃତିକା - ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର‌୍ୟ୍ୟରେ ବ୍ୟସ୍ତ ରହିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛ ପଇସା ଖର୍ଚ୍ଚ କରିବାକୁ ପଡିବ ।

ରୋହିଣୀ – କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ଗୃହିଣୀଙ୍କ ଘରକାମରେ ଘର ଲୋକ ସାହାର‌୍ୟ୍ୟ କରିବେ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ ।

ମୃଗଶିରା –ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ମନସ୍ତାପରେ ସମୟ କଟାଇବେ ଓ ବିରକ୍ତି ଭାବ ପ୍ରକାଶ କରିବେ ।

ପ୍ରତିକାର – ମା’ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :