• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Aquarius

କୁମ୍ଭ

Saturday 07 Sep 2024

ଧନିଷ୍ଠା- କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସମ୍ପତ୍ତି ମିଳିବାର ସୂଚନା ଅଛି । ପାରିବାରିକ ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତାଗ୍ରସ୍ତ ରହିବେ।

ଶତଭିଷା- ଚାକିରିରେ ହାକିମଙ୍କ ପ୍ରତି ଭୟ ରହିବ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ମହିଳାମାନେ ବିଭିନ୍ନ ପ୍ରକାର ଲାଭର ସୈାଭାଗ୍ୟ ଲାଭ କରବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।

ପୂ, ଭାଦ୍ରପଦ- ବିଦ୍ୟାର୍ଥୀମାନଙ୍କୁ ପଢାରେ ସମ୍ମାନ ମିଳିବା ସହିତ ବିଦେଶାଗତ ହେବାର ସୁଯୋଗ ରହିଛି । ବିବାହିତ ସମ୍ବନ୍ଧୀୟ କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି।

ପ୍ରତିକାର – ଶନିଦେବଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :