• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Gemini

ମିଥୁନ

Saturday 07 Sep 2024

ମୃଗଶିରା- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ । ବ୍ୟବସାୟରେ ଆଶାତୀତ ଲାଭକରି ଖୁସି ହେବେ । ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ପାଇବେ ।

ଆଦ୍ରା- ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧି ହେବା ଯୋଗେ ବିଜୟୀ ହେବେ । ମନୋରଞ୍ଜନ କାର‌୍ୟ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ ।

ପୁନର୍ବସୁ- ପୈତୃକ ସମ୍ପତ୍ତି ପାଇଁ ଲାଗିରହିଥିବା ସମସ୍ୟାରୁ ମୁକ୍ତ ହେବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ । ସାମ୍ବାଦିକ ମାନେ ନିଜ କାର‌୍ୟ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ ।

ପ୍ରତିକାର – ମା’ ବିରଜାଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :