• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Cancer

କର୍କଟ

Saturday 07 Sep 2024

ପୁନର୍ବସୁ - ଖୁସି ଖବର ଶୁଣି ମନ ପ୍ରଫୁଲ୍ଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧୁତା ସୃଷ୍ଟି ହୋଇପାରେ । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେକରିବେ ।

ପୁଷ୍ୟା – ସାମାଜିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବେ । ଅନେକଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସାମୂଳକ ମନୋଭାବ ପୋଷଣ କରିବେ ।

ଅଶ୍ଳେଷା - ଆମଦାନୀ ବଢଇବାର ନୂଆ ଯୋଜନା ମୁଣ୍ଡକୁ ଆସିପାରେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳାମାନେ ପୂଜା ପାଠରେ ମନୋନିବେଶ କରିବେ ।

ପ୍ରତିକାର – ମା’ ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :