• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Leo

ସିଂହ

Saturday 07 Sep 2024

ମଘା- କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର‌୍ୟ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।

ପୂ- ଫାଲ୍‌ଗୁନୀ- ଅଫିସରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଭାଷଣ ବାଜିରେ କ୍ରୋଧକୁ ଆୟତ୍ତ କରିବା ଉଚିତ୍ । ଛାତ୍ରଛାତ୍ରୀ ଗୁରୁଜନଙ୍କଠାରୁ ଭଲ ପରାମର୍ଶ ପାଇବେ।

ଉ- ଫାଲ୍‌ଗୁନୀ- ସାମାଜିକ ସ୍ତରରେ ସମ୍ବର୍ଦ୍ଧିତ ହୋଇପାରନ୍ତି । ପ୍ରଶାସନ, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ। ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :