• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Virgo

କନ୍ୟା

Saturday 07 Sep 2024

ଉ , ଫାଲଗୁନୀ – ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ସ୍ଥଗିତ କାମ ବନ୍ଧୁ ସାହାର‌୍ୟ୍ୟରେ ପୁରା କରିବେ ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।

ହସ୍ତା – ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର‌୍ୟ୍ୟକୁ ପରିବର୍ତ୍ତନ କରିପାରନ୍ତି।

ଚିତ୍ରା – ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :