• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Libra

ତୁଳା

Saturday 07 Sep 2024

ଚିତ୍ରା- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନୀତିରେ ସୁନାମ ବଢିବା ସହ ଆୟ ଉତମ ହେବ । ସାମ୍ବାଦିକମାନେ ଲକ୍ଷ୍ୟ ଦିଗରେ ଆଗେଇବେ ।

ସ୍ୱାତୀ- ବ୍ୟବସାୟରେ ଆୟର ସ୍ରୋତ ଖୋଲିଯିବ । ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ ।

ବିଶାଖା- ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ।

ପ୍ରତିକାର – ଭାର୍ଗବୀଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :