• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆଶାଠୁ ଅଧିକ ଲାଭ ମିଳିବ

ସୌର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ, ଶନିବାର, ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୨ୟା ଦିବା ୧୦.୧୧ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ଦିବା ୧୦.୧୧ ଗତେ ୧ପାଦ 

Taurus

ବୃଷ

Saturday 08 Apr 2023

କୃତିକା- ନୂତନ କର୍ମ କରିବା ପାଇଁ ସୁବର୍ଣ୍ଣ  ସୁଯୋଗ ପାଇବେ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମତତ୍ପରତା କାରଣରୁ ଆଗେଇ ଚାଲିବେ । ଇଚ୍ଛା ପୂରଣ କରିବା ପ୍ରୟାସରେ ସଫଳ ହେବେ ।
ରୋହିଣୀ- ଛାତ୍ରୀଙ୍କୁ  ସହପାଠୀଙ୍କ  ସହଯୋଗ ମିଳିବ । ଆର୍ଥିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ଦିନଚର୍ଯ୍ୟା ବହୁତ ଆଡମ୍ବର ପୂର୍ଣ୍ଣ ରହିପାରେ    
ମୃଗଶିରା- ମହିଳା ବ୍ୟବସାୟୀଙ୍କ ଲାଗି ଦିନଟି ଶୁଭ ରହିବ । କୌଣସି କଥାକୁ ନେଇ ଟିକେ ଅଶାନ୍ତି ଦେଖାଦେଇ ପାରେ । ଅର୍ଥପାପ୍ତିର  ସୁଯୋଗ  ଲାଭ କରିପାରନ୍ତି । ଦେବା ଦେବୀଙ୍କ ପୂଜାରେ ମଗ୍ନ ରହିବେ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ    

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :