• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆଶାଠୁ ଅଧିକ ଲାଭ ମିଳିବ

ସୌର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ, ଶନିବାର, ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୨ୟା ଦିବା ୧୦.୧୧ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ଦିବା ୧୦.୧୧ ଗତେ ୧ପାଦ 

Virgo

କନ୍ୟା

Saturday 08 Apr 2023

ଉ- ଫାଲ୍‌ଗୁନୀ- ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିବେ । ସମସ୍ତଙ୍କ ପ୍ରତି ଆପଣଙ୍କର ବ୍ୟବହାର ଭଲ ରହିବ । କାର୍ଯ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ବ୍ୟବସାୟରେ ଆୟବ୍ୟୟ ସମାନ ରହିବ
ହସ୍ତା- ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ । ପିଲାମାନେ କର୍ମପଥରେ ଅଗ୍ରସର ହେବେ । କୃଷି କାର‌୍ୟ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଉତ୍ସାହ, ପ୍ରେରଣା ପାଇଁ ଦୁଃସାଧ୍ୟ କାର‌୍ୟ୍ୟ ସାଧନ କରିବେ ।
ଚିତ୍ରା- ଶିକ୍ଷାର୍ଥୀଙ୍କୁ ସକାରାତ୍ମକ ଫଳ ମିଳିବ । ବିବାହିତଙ୍କ ପାଇଁ ଦିନଟି ଶୁଭ ରହିବ । ମହିଳା ମାନେ ଆତ୍ମ ନିର୍ଭର ଶୀଳ ହେବେ । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ । ଉତମ ସମୟର ଲାଭ ଉଠାଇ ପାରିବେ

ପ୍ରତିକାର -  ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :