• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆଶାଠୁ ଅଧିକ ଲାଭ ମିଳିବ

ସୌର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ, ଶନିବାର, ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୨ୟା ଦିବା ୧୦.୧୧ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ଦିବା ୧୦.୧୧ ଗତେ ୧ପାଦ 

Libra

ତୁଳା

Saturday 08 Apr 2023

ଚିତ୍ରା- ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ ।  ଦାମ୍ପତ୍ୟ ଜୀବନରେ ନୂଆ ଖୁସିର ଆଗମନ ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ସରକାରୀ ଚାକିରିଆଙ୍କ କାମରେ ଅଧିକାରୀ ଖୁସି ରହିବେ
ସ୍ୱାତୀ- ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାର୍ଯ୍ୟରେ ଭାଗ୍ୟର ସହଯୋଗ ପାଇବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ । ମାଲିମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି ।
ବିଶାଖା-  ବିଦ୍ୟାର୍ଥୀଙ୍କ ମନ ଲେଖାପଢାରେ ଲାଗିବ । କାମରେ ନୂଆ ପ୍ରଦର୍ଶନ କରିବେ । ଧନ ପ୍ରାପ୍ତିର ଭଲ ଯୋଗ ରହିଛି । ଆପଣ ସକାରତ୍ମକ ରହିବେ । ମନରେ ନୂଆ ଆଶା ସୃଷ୍ଟି ହେବ

ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :