• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆଶାଠୁ ଅଧିକ ଲାଭ ମିଳିବ

ସୌର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ, ଶନିବାର, ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୨ୟା ଦିବା ୧୦.୧୧ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ଦିବା ୧୦.୧୧ ଗତେ ୧ପାଦ 

Scorpio

ବିଛା

Saturday 08 Apr 2023

ବିଶାଖା- କାର୍ଯ୍ୟକ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ଅଫିସ୍‌ରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ । ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ । ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ
ଅନୁରାଧା- ଅଧିକାର ଜାହିର କରିବା ପ୍ରବୃତରୁ ନିବୃତ ରୁହନ୍ତୁ । ପରିବାରରେ ଅଶାନ୍ତି  ଦେଖାଦେଇ ପାରେ । ବିରୋଧୀମାନେ ନିଜର କ୍ଷତି କରିପାରନ୍ତି । ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ 
ଜ୍ୟୋଷ୍ଠା- ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ । ସନ୍ତାନଙ୍କ ଠାରୁ ଖୁସି ଖବର ପାଇବେ । ପୁରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ । କୌଣସି କାମ ସଂପୂର୍ଣ୍ଣ ହେବା ଯୋଗୁ ମନ ଖୁସି ରହିବ

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :