• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th April 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଆଶାଠୁ ଅଧିକ ଲାଭ ମିଳିବ

ସୌର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୮ ତାରିଖ, ଶନିବାର, ଚନ୍ଦ୍ର – ତୁଳା ଅହୋରାତ୍ର, ତିଥି – ୨ୟା ଦିବା ୧୦.୧୧ ଗତେ ୩ୟା, ଘାତ ଚନ୍ଦ୍ର – ନାସ୍ତି, ଘାତ ବାର – ବୃଷ, ସିଂହ ଓ କନ୍ୟା, ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି ଭୂମି ଓ ଅନ୍ନଦାନ ଦିବା ୧୦.୧୧ ଗତେ ୧ପାଦ 

Sagittarius

ଧନୁ

Saturday 08 Apr 2023

ମୂଳା- ଶାରିରୀକ କ୍ରୀଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ । ଜଣେ ଅପରଚିତ ବ୍ୟକ୍ତିଙ୍କର ସାହାଯ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାମଟିକୁ ସମ୍ପୂର୍ଣ୍ଣ କରିପାରନ୍ତି । ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ଦେବୀମାତାଙ୍କ ପ୍ରତି ଆସ୍ଥା ବଢିବ
ପୂ, ଷାଢା- ଛାତ୍ରମାନେ ମୈଳିକ ବୁଦ୍ଧିର ଉପଯୋଗ  କରିବେ । ବାରମ୍ବାର ଚେଷ୍ଟା କରି କିଛିଟା ସୁଫଳ ପାଇବେ । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧି ପକ୍ଷ କିଛି କ୍ଷତି କରି ପାରିବେ ନାହିଁ ।
ଉ,  ଷାଢା- ଅନ୍ୟ କାହାର ସହେଯାଗ ନପାଇଲେ ମଧ୍ୟ ଯେଉଁ କାର‌୍ୟ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ଭୁଲ ବୁଝାବଣା ହେତୁ ସମସ୍ୟା ବଢିପାରେ

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦି ଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :