• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th April 2024: ଆଜି ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ଅମାବାସ୍ୟା ରାତ୍ରି ୧୧.୫୦ ଗତେ ପ୍ରତିପଦ,ଘାତଚନ୍ଦ୍ର-ଧନୁ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Aries

ମେଷ

Monday 08 Apr 2024

ଅଶ୍ୱନୀ – ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି ।

ଦ୍ୱିଜା – ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ । ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।

କୃତିକା – ମହିଳା ମାନେ ଅନ୍ୟକୁ ସାହାର‌୍ୟ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନବାହନ,ସଭସମିତି,ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :