• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th April 2024: ଆଜି ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ଅମାବାସ୍ୟା ରାତ୍ରି ୧୧.୫୦ ଗତେ ପ୍ରତିପଦ,ଘାତଚନ୍ଦ୍ର-ଧନୁ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Monday 08 Apr 2024

କୃତିକା - ଜଣେ ବାଲ୍ୟ ବନ୍ଧୁଙ୍କ ସାହାର‌୍ୟ୍ୟରେ ଦୀର୍ଘ ଦିନର ଆଶା ପୁରଣ ହେବ । ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ ।

ରୋହିଣୀ – ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ ।

ମୃଗଶିରା – ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :