• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th April 2024: ଆଜି ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ଅମାବାସ୍ୟା ରାତ୍ରି ୧୧.୫୦ ଗତେ ପ୍ରତିପଦ,ଘାତଚନ୍ଦ୍ର-ଧନୁ ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Monday 08 Apr 2024

ପୂ , ଭାଦ୍ରପଦ - ମାନସିକ ସ୍ତରରେ ଉନ୍ନତି ଆସିବ । କାର‌୍ୟ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି ।

ଉ , ଭଦ୍ରପଦ - ରାଜନିତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ଚାକିରିରେ ପ୍ରାଧ୍ୟନତା ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ ।

ରେବତୀ – କୋର୍ଟକଚେରି ମାମଲାରେ ଲାଗିରହିଥିବା ଅଚଳାବସ୍ଥା ଦୂରିଭୂତ ହେବ । ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ।

ପ୍ରତିକାର – ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :